Date/Time:

BBSR TV

ରାଫାଲ୍‌ ଯୋଗୁ ଚାଇନା-ପାକିସ୍ତାନର କଡ଼ା ମୁକାବିଲା କରିବାକୁ ଭାରତ ସକ୍ଷମ: ବାୟୁସେନା ଅଧ୍ୟକ୍ଷ ଭଦୋରିଆ

ନୂଆଦିଲ୍ଲୀ,୩୦।୯: ରାଫାଲ୍‌ ଯୁଦ୍ଧ ବିମାନ ଦ୍ୱାରା ଭାରତର ପ୍ରତିରକ୍ଷା ଶକ୍ତି ବହୁ ଗୁଣା ବୃଦ୍ଧି ପାଇବ। ଏହା ଯୋଗୁ ଚାଇନା-ପାକିସ୍ତାନର କଡ଼ା ମୁକାବିଲା କରିବାକୁ ଭାରତ ସକ୍ଷମ ବୋଲି ଦାୟିତ୍ୱ ଗ୍ରହଣ ପରେ ସୋମବାର ନୂଆ ବାୟୁସେନା ଅଧ୍ୟକ୍ଷ ଆର୍‌.କେ.ଏସ୍‌. ଭଦୋରିୟା ଚାଇନା ଏବଂ ପାକିସ୍ତାନକୁ ଚେତାବନୀ ଦେଇଛନ୍ତି। ଆସନ୍ତା ସପ୍ତାହରେ ବାୟୁସେନାରେ ଫ୍ରାନ୍ସ୍‌ ଦ୍ୱାରା ନିର୍ମିତ ରାଫାଲ୍‌ ଯୁଦ୍ଧ ବିମାନ ସାମିଲ୍‌ ହେବ। ଭଦୋରିଆ ରାଫାଲ୍‌ ଯୁଦ୍ଧ ବିମାନ କ୍ରୟ କମିଟିର ଚେୟାରମ୍ୟାନ୍‌ ମଧ୍ୟ ଥିଲେ। […]

ବିଜେପୁର ଉପନିର୍ବାଚନ: ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀ ରୀତା ସାହୁ

ବରଗଡ଼ ଅଫିସ, ପଦ୍ମପୁର, ୩୦।୯(ଡି.ଏନ୍‌.ଏ.): ବିଜେପୁର ଉପନିର୍ବାଚନ ପାଇଁ ସୋମବାର ନାମାଙ୍କନପତ୍ର ଦାଖଲର ଶେଷ ଦିନ। କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପଣ୍ଡାଙ୍କ ପରେ ବିଜେଡି ପ୍ରାର୍ଥୀ ରୀତା ସାହୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ପ୍ରାର୍ଥୀ ଦ୍ୱୟ ନିଜ ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ଆସି ରିଟର୍ଣ୍ଣିଂ ଅଫିସର ତଥା ଉପଜିଲାପାଳଙ୍କ ନିକଟରେ ନାମାଙ୍କନପତ୍ର ଦାଖଲ କରିଛନ୍ତି।ଆସନ୍ତା ୨୧ ତାରିଖରେ ବିଜେପୁର ଉପନିର୍ବାଚନର ଭୋଗ ଗ୍ରହଣ ହେବ। ଏହାର ୩ ଦିନ ପରେ ଅର୍ଥାତ୍‌ ୨୪ ତାରିଖରେ ଭୋଟ […]

ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଚାମୁଚେ…

ବ୍ୟସ୍ତ ବହୁଳ ଜୀବନରେ ଏବେ କେତେକଙ୍କଠାରେ ଉଚ୍ଚ ରକ୍ତଚାପ ଦେଖାଯାଉଛି। ତେବେ ଏହାକୁ ସହଜରେ ଦୂରେଇ ହେବ। ଆୟୁର୍ବେଦରେ ଉଲ୍ଲେଖ ରହିଛି ପ୍ରତିଦିନ ସକାଳେ ଚାମୁଚେ ଦହି ଖାଇଲେ ଉଚ୍ଚ ରକ୍ତଚାପ ସ୍ବାଭାବିକ ହୋଇଥାଏ। ଦହିରେ କ୍ୟାଲସିୟମ୍‌, ମ୍ୟାଗ୍ନେସିୟମ୍‌, ପୋଟାସିୟମ୍‌, ଭିଟାମିନ୍‌ ବି-୨, ଭିଟାମିନ୍‌ ବି-୧୨ ଆଦି ପୋଷକ ତତ୍ତ୍ୱ ରହିଥାଏ। ଏହା ପାଚନ କ୍ରିୟାକୁ ସ୍ବାଭାବିକ କରିଥାଏ । ମେଦବହୁଳତାରେ ଏହା ମହୌଷଧୀ ସଦୃଶ କାର୍ଯ୍ୟ କରିଥାଏ। ଦହି ହାଡ଼କୁ ମଜବୁତ କରେ। ରକ୍ତ ସଞ୍ଚାଳନ […]

ରଣବୀରଙ୍କ ଜନ୍ମଦିନ ପାର୍ଟିରେ ଯୋଗ ଦେଇଥିଲେ ଦୀପିକା, ପ୍ରଶଂସକ କଲେ ଟ୍ରୋଲ୍‌

ବିଗତ ଦିନରେ ଦୀପିକା ପାଦୁକୋନ୍‌ ଏବଂ ରଣବୀର କପୁରଙ୍କ ପ୍ରେମସମ୍ପର୍କକୁ ନେଇ ବଲିଉଡ୍‌ରେ ଖୁବ୍‌ ଚର୍ଚ୍ଚା ହେଉଥିଲା। ପରେ ବ୍ରେକ୍‌ଅପ୍‌କୁ ନେଇ ମଧ୍ୟ ଚର୍ଚ୍ଚା ଜୋର ଧରିଥିଲା। କିନ୍ତୁ ଏବେ ଦୁଇଜଣ ଭଲ ବନ୍ଧୁ ହୋଇଯାଇଛନ୍ତି। ୨୮ ସେପ୍ଟେମ୍ବର ଅର୍ଥାତ୍‌ ଗତକାଲି ରଣବୀର ତାଙ୍କର ୩୭ତମ ଜନ୍ମଦିବସ ପାଳନ କରିଥିବା ବେଳେ ଗୋଟିଏ ଦିନ ପୂର୍ବରୁ ଜନ୍ମଦିନ ପାର୍ଟି ରଖିଥିଲେ। ଏହି ପାର୍ଟିରେ ବଲିଉଡ୍‌ର କିଛି ଅଭିନେତ୍ରୀ ଅଭିନେତା ଯୋଗଦେଇଥିଲେ। ଏଥିରେ ଦୀପିକା ପାଦୁକୋନ୍‌ ମଧ୍ୟ ଉପସ୍ଥିତ […]

BBSRTV News is a first of its kind digital media venture in Odisha which caters to the growing need of people on the move to keep themselves updated primarily with the latest news of Odisha as well as stay informed on important national and international updates.

© 2019 - BBSRTV. All Rights Reserved. Designed & Developed by iWeblogics info Solutions PVT LTD