Date/Time:

BBSR TV

ବିଜେପୁର ଉପନିର୍ବାଚନ: ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀ ରୀତା ସାହୁ

ବରଗଡ଼ ଅଫିସ, ପଦ୍ମପୁର, ୩୦।୯(ଡି.ଏନ୍‌.ଏ.): ବିଜେପୁର ଉପନିର୍ବାଚନ ପାଇଁ ସୋମବାର ନାମାଙ୍କନପତ୍ର ଦାଖଲର ଶେଷ ଦିନ। କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପଣ୍ଡାଙ୍କ ପରେ ବିଜେଡି ପ୍ରାର୍ଥୀ ରୀତା ସାହୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ପ୍ରାର୍ଥୀ ଦ୍ୱୟ ନିଜ ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ଆସି ରିଟର୍ଣ୍ଣିଂ ଅଫିସର ତଥା ଉପଜିଲାପାଳଙ୍କ ନିକଟରେ ନାମାଙ୍କନପତ୍ର ଦାଖଲ କରିଛନ୍ତି।ଆସନ୍ତା ୨୧ ତାରିଖରେ ବିଜେପୁର ଉପନିର୍ବାଚନର ଭୋଗ ଗ୍ରହଣ ହେବ। ଏହାର ୩ ଦିନ ପରେ ଅର୍ଥାତ୍‌ ୨୪ ତାରିଖରେ ଭୋଟ […]

ବଡ଼ ଅପରାଧ ରୋକିବାକୁ ନୂଆ ପ୍ରସ୍ତୁତି: କମିଶନରେଟ ପୋଲିସରେ ହେବ ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌

ଭୁବନେଶ୍ୱର,୨୪ା୯(ବ୍ୟୁରୋ): ଡ୍ରଗ୍ସ ମାଫିଆ, ଜମି ମାଫିଆ, ବନ୍ଧୁକ ବେପାରୀ ଓ ସଂଗଠିତ ଅପରାଧୀ ସାବାଡ଼ ହେବେ। ବଡ଼ ଅପରାଧ ରୋକିବା ସହ ସମ୍ପୃକ୍ତ ଅପରାଧୀଙ୍କୁ ଧରିବା ପାଇଁ କ୍ରାଇମବ୍ରାଞ୍ଚ ଭଳି କମିଶନରେଟ ପୋଲିସରେ ଗଠନ ହେବ ‘ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌’। କର୍ମଚାରୀ ହେଉ ଅବା ସମୟର ଅଭାବ ଯୋଗୁ ଥାନାଗୁଡିକରେ ବଡ଼ ଅପରାଧଗୁଡିକୁ ତଦନ୍ତ କରିବା ସମ୍ଭବ ହେଉ ନ ଥିବାରୁ କମିଶନରେଟ ପୋଲିସ ସ୍ତରରେ ଏଭଳି ଏକ ନୂଆ ପ୍ରସ୍ତୁତି ଚାଲିଛି। ମାମଲାର ଗୁରୁତ୍ୱକୁ ଦେଖି […]

BBSRTV News is a first of its kind digital media venture in Odisha which caters to the growing need of people on the move to keep themselves updated primarily with the latest news of Odisha as well as stay informed on important national and international updates.

© 2019 - BBSRTV. All Rights Reserved. Designed & Developed by iWeblogics info Solutions PVT LTD